ଜୁଲାଇ ୩୧ ପରେ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି

ଜୁଲାଇ ୩୧ ପରେ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ଯୁକ୍ତ ଦୁଇର ଅବଶିଷ୍ଟ ପରୀକ୍ଷା ଜୁଲାଇରୁ ହେବାର ଥିଲା କିନ୍ତୁ ବର୍ତ୍ତମାନ ପରିସ୍ଥିତି ଦେଖି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ମତାମତ ପାଇଁ ପଠାଯାଇଛି । ଏଯାଏ ପରୀକ୍ଷା ପାଇଁ କିଛିି ନିଷ୍ପତ୍ତି ନିଆଯାଇନାହିଁ ବୋଲି ମନ୍ତ୍ରୀ କହିଛନ୍ତି ।

ସେହିପରି ଅନଲାଇନ ପାଠପଢାରେ ୬୦ ଳକ୍ଷରୁ କେବଳ ୨୨ ଲକ୍ଷ ଛାତ୍ରଛାତ୍ରୀଙ୍କ ପାଖରେ ପାଠ୍ୟକ୍ରମ ପହଚିଂଛି । କେମିତି ସମସ୍ତ ପାଖରେ ପହଚାଂଯିବ କଣ ପାଠକ୍ରମ୍ୟ ରହିବ ଏନେଇ କମିଟି ତଦାରଖ କରିବ ବୋଲି ମନ୍ତ୍ରୀ କହିଛନ୍ତି ।

ରିପୋର୍ଟ – ସଂଘମିତ୍ରା ପଣ୍ଡା